ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବାର, ତିଥି, ଗ୍ରହ ଓ ନକ୍ଷତ୍ର ମାନଙ୍କୁ ଆଧାର କରି ରାଶିଫଳ ଗଣନା କରାଯାଇଥାଏ। ଏହି ରାଶିଫଳ ଦ୍ଵାରା ବ୍ୟକ୍ତିର ବ୍ୟକ୍ତିତ୍ଵ, କ୍ୟାରିୟର, ବ୍ୟାପାର, ଚାକିରି , ପ୍ରେମ ଜୀବନ ବୈବାହିକ ଜୀବନ ଏବଂ ଭବିଷ୍ୟତରେ ହେବାକୁ ଥିବା ଶୁଭ ବା ଅଶୁଭ ଘଟଣା ଗୁଡ଼ିକ ବିଷୟରେ ବିସ୍ତାର ରୂପରେ ସୂଚନା ମିଳିଥାଏ। ତେବେ ଆସନ୍ତୁ ଜାଣିବା ରାଶିଚକ୍ରରେ ଥିବା ୧୨ ଗୋଟି ରାଶିର ଲୋକଙ୍କ ପାଇଁ ଆଜିର ଦିନଟି କିପରି ରହିଛି।
ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆଜି ଆପଣଙ୍କ ଖର୍ଚ୍ଚ ବଢିପାରେ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ଜୀବନସାଥୀଙ୍କ ସହିତ କୌଣସି କଥାକୁ ନେଇ ମତଭେଦ ହୋଇପାରେ। ଚାକିରି କ୍ଷେତ୍ରରେ କର୍ମଚାରୀ ଆପଣଙ୍କୁ ସହଯୋଗ କରିବେ। ବ୍ୟାପାରରେ ଲାଭବାନ ହେବେ।
ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ପରିବାର ଲୋକଙ୍କ ସହିତ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି ଏବଂ ଉତ୍ତମ ସମୟ ଅତିବାହିତ କରିବେ। ଅଚାନକ ଆପଣଙ୍କୁ ଧନଲାଭ ହେବାର ସମ୍ଭାବନା ରହିଛି। ଅସହାୟ ଲୋକଙ୍କର ଆପଣ ସେବା କରିବେ। ଜମିବାଡ଼ି ମାମଲାରେ ଆପଣଙ୍କୁ ସଫଳତା ମିଳିବ।
ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ।ବ୍ୟବସାୟରେ କୌଣସି ବଡ଼ ଡ଼ିଲ ଫାଇନାଲ ହୋଇପାରେ। ବିଦ୍ୟାର୍ଥୀ ମାନେ ନିଜ କ୍ୟାରିୟରକୁ ନେଇ ଚିନ୍ତିତ ରହି ପାରନ୍ତି। କାରବାରରେ ବୃଦ୍ଧି ହେବ। ଆପଣଙ୍କର ଅଟକି ରହିଥିବା ସମସ୍ତ କାର୍ଯ୍ୟ ଉଚିତ ସମୟରେ ସମ୍ପନ୍ନ ହେବ। ଶାରୀରିକ ଓ ମାନସିକ ସ୍ତରରେ ଆପଣ ସୁସ୍ଥ ରହିବେ।
କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିଛି। ଚାକିରି ଖୋଜୁଥିବା ଲୋକଙ୍କୁ ଆଶାନୁରୂପ ଚାକିରି ମିଳିଯିବ। ଘରେ କୌଣସି ମାଙ୍ଗଳିକ ସମାରୋହ ଆୟୋଜିତ ହୋଇପାରେ। ଆପଣଙ୍କୁ ନିଜ ଅଳସ୍ୟକୁ ତ୍ୟାଗ କରି କଠିନ ପରିଶ୍ରମ କରିବା ଉଚିତ। ବ୍ୟବସାୟିକ ମାମଲାରେ ଆପଣ ବାହାର ସ୍ଥାନକୁ ଯାତ୍ରା କରି ପାରନ୍ତି।
ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କୁ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତି ହେବ। ଆପଣ କୌଣସି ନୂଆ ବ୍ୟବସାୟ ଆରମ୍ଭ କରିବା ପୂର୍ବରୁ ଅନୁଭବୀ ଲୋକଙ୍କର ପରାମର୍ଶ ନିଅନ୍ତୁ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ଆପଣଙ୍କର ସମସ୍ତ ଅଭିଳାଷା ପୂରଣ ହେବ। ଆଜି ଆପଣ ପ୍ରଭୁ ହନୁମାନଙ୍କୁ ଆରାଧନା କରନ୍ତୁ।
କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିଛି। ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବ୍ୟାପାର କ୍ଷେତ୍ରରେ ନୂଆ ନୂଆ ଅବସର ପ୍ରାପ୍ତ ହୋଇପାରେ।ଅଧିକ ଅର୍ଥ ସଞ୍ଚୟ କରିବାରେ ଆପଣ ସଫଳ ହେବେ। ପାରିବାରିକ ସମ୍ବନ୍ଧ ସୁଦୃଢ ରହିବ।
ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କୁ ଆର୍ଥିକ ସଂକଟର ସମ୍ମୁଖୀନ ହେବାକୁ ପଡିପାରେ। ଶାରୀରିକ ରୂପରେ ଆଳସ୍ୟ ଅନୁଭବ କରିବେ। ପିତାମାତାଙ୍କ ଆଶୀର୍ବାଦ ସର୍ବଦା ଆପଣଙ୍କ ସପକ୍ଷରେ ରହିବ। କୌଣସି ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ।
ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ପ୍ରେମ ମାମଲାରେ ଆପଣ ସଫଳ ହେବେ। ଆର୍ଥିକ ସ୍ତରରେ ଲାଭବାନ ହେବେ। ଚାକିରି କ୍ଷେତ୍ରରେ ଆପଣଙ୍କ କାର୍ଯ୍ୟ ଦେଖି ଲୋକେ ପ୍ରଶଂସା କରିବେ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଜୀବନସାଥୀ ଆପଣଙ୍କୁ ଖାସ ଉପହାର ଦେଇ କରନ୍ତି।
ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ବ୍ୟବସାୟିକ ମାମଲାରେ କିଛି ବାଧା ଉତ୍ପନ୍ନ ହୋଇପାରେ। ପରିବାରରେ ବୃଦ୍ଧ ଲୋକଙ୍କ ସ୍ବାସ୍ଥ୍ୟ ଖରାପ ହେବାର ସମ୍ଭାବନା ରହିଛି। ସବୁ କ୍ଷେତ୍ରରେ ଆପଣ ନିଜ ବୁଦ୍ଧି ଓ ବିବେକକୁ ଲଗାଇବା ଉଚିତ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ।
ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କୁ ଆଜି ସବୁ କ୍ଷେତ୍ରରେ ସତର୍କ ହୋଇ ଚାଲିବା ଆବଶ୍ୟକ। ସମ୍ପର୍କୀୟଙ୍କ ସହିତ ବିଗିଡି ଯାଇଥିବା ସମ୍ବନ୍ଧରେ ସୁଧାର ଆସିବ। ସମାଜରେ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବଜାୟ ରହିବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଆପଣଙ୍କର ମିଳାମିଶା ବଢିପାରେ। ଗୁରୁଜନ ଲୋକଙ୍କୁ ସମ୍ମାନ କରନ୍ତୁ ଆଶୀର୍ବାଦ ପ୍ରାପ୍ତ ହେବ।
କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ।ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ମିଳିପାରେ। ଚାକିରି କ୍ଷେତ୍ରରେ ଆପଣଙ୍କୁ ପଦୋନ୍ନତୀ ମିଳିବା ସହିତ ଆପଣ ପ୍ରଶଂସିତ ହେବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବ୍ୟବସାୟରେ ଲାଭବାନ ହୋଇ ପାରନ୍ତି।
ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଜୀବନସାଥୀଙ୍କ ସହିତ କୌଣସି କଥାକୁ ନେଇ ସାମାନ୍ୟ ମତଭେଦ ହୋଇପାରେ।କାରବାରରେ ଅଗ୍ରଗତି ହେବ ଏବଂ ବିତ୍ତୀୟ ଲାଭ ପ୍ରାପ୍ତ ହେବ।କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ।ଆପଣଙ୍କର ସମସ୍ତ ମନସ୍କାମନା ପୂରଣ ହେବ।