ଆଜି ଆମେ ଆପଣଙ୍କୁ ସେପ୍ଟେମ୍ବର ୨୯ ତାରିଖର ରାଶିଫଳ କହିବାକୁ ଯାଉଛୁ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବାର, ତିଥି, ଗ୍ରହ ଓ ନକ୍ଷତ୍ର ମାନଙ୍କୁ ଆଧାର କରି ରାଶିଫଳ ଗଣନା କରାଯାଇଥାଏ। ଏହି ରାଶିଫଳ ଦ୍ଵାରା ବ୍ୟକ୍ତିର ବ୍ୟକ୍ତିତ୍ଵ, କ୍ୟାରିୟର, ବ୍ୟାପାର, ଚାକିରି , ପ୍ରେମ ଜୀବନ ବୈବାହିକ ଜୀବନ ଏବଂ ଭବିଷ୍ୟତରେ ହେବାକୁ ଥିବା ଶୁଭ ବା ଅଶୁଭ ଘଟଣା ଗୁଡ଼ିକ ବିଷୟରେ ବିସ୍ତାର ରୂପରେ ସୂଚନା ମିଳିଥାଏ। ତେବେ ଆସନ୍ତୁ ଜାଣିବା ରାଶିଚକ୍ରରେ ଥିବା ୧୨ ଗୋଟି ରାଶିର ଲୋକଙ୍କ ପାଇଁ ଆଜିର ଦିନଟି କିପରି ରହିଛି।
ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାର ଲୋକଙ୍କ ସହିତ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ। ପରିବାରରେ ହସଖୁସିର ମାହୋଲ ରହିବ। ଜୀବନସାଥୀ ଆପଣଙ୍କ ଉପରେ କୌଣସି କଥାରେ କ୍ରୋଧିତ ହୋଇ ପାରନ୍ତି।
ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘର ପାଇଁ କୌଣସି ଜରୁରୀ ବସ୍ତୁ କିଣିବେ। ଜୀବନସାଥୀଙ୍କ ସହିତ ଉତ୍ତମ ବୁଝାମଣା ରହିବ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ସଫଳତା ହାସଲ କରିବେ। କନ୍ୟା ରାଶିର ଲୋକେବ୍ଲୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।
ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ଜୀବନସାଥୀଙ୍କ ସହିତ ବାହାର ସ୍ଥାନକୁ ଯାତ୍ରା କରି ପାରନ୍ତି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମର ଆୟୋଜନ ହୋଇପାରେ।
କର୍କଟ ରାଶି :-ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସନ ପୁଣ୍ୟ କାର୍ଯ୍ୟରେ ସମୟ ବିତିବ। ବନ୍ଧୁଙ୍କୁ ସହଯୋଗ କରିବା ପାଇଁ ଆପଣ ଆଗେଇ ଆସିବେ। ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।
ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଜୀବନସାଥୀଙ୍କ ସହିତ ଉତ୍ତମ ବୁଝାମଣା ରହିବ। ପାଇବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। କାର୍ଯ୍ୟକ୍ଷେତ୍ରରେ କର୍ମଚାରୀ ଆପଣଙ୍କୁ ସହଯୋଗ କରିବେ। ଆପଣଙ୍କୁ ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବାର ଆବଶ୍ୟକତା ରହିଛି।
କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ। ଆପଣଙ୍କୁ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଉପରେ କାର୍ଯ୍ୟ ଚାପ ବଢିପାରେ। ଆଜି ଆପଣ ଅଧିକ ସକ୍ରିୟ ରହିବେ।
ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ। ବିରୋଧୀ ଆପଣଙ୍କୁ ହଇରାଣ କରିବା ପାଇଁ ପ୍ରୟାସ କରି ପାରନ୍ତି। ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ।
ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପିତାମାତାଙ୍କ ଠାରୁ ଆଶୀର୍ବାଦ ପ୍ରାପ୍ତ ହେବ। ଜୀବନସାଥୀଙ୍କ ସହିତ ସବୁ ରାଗ ଋଷା ଦୂର ହୋଇଯିବ। ବ୍ୟବସାୟରେ ଲାଭବାନ ହେବେ। ଜଳବାୟୁ ପରିବର୍ତ୍ତନ ହେବା କାରଣରୁ ଆପଣଙ୍କ ଶରୀର ଅସୁସ୍ଥ ହୋଇପାରେ।
ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କୁ ଅଯଥା ବିବାଦରେ ସାମିଲ ହେବା ଉଚିତ ନୁହେଁ। ଆର୍ଥିକ ଲାଭ ପ୍ରାପ୍ତ ହେବାର ସମ୍ଭାବନା ରହିଛି। ବ୍ୟବସାୟିକ ମାମଲାରେ ଆପଣଙ୍କର ଯୋଜନା ସଫଳ ରହିବ। ଆପଣଙ୍କର ସମସ୍ତ ମନସ୍କାମନା ପୂରଣ ହେବ।
ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଆପଣଙ୍କର ଆମଦାନୀରେ ବୃଦ୍ଧି ହେବ। ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ନୂଆ ଯୋଜନା ବରିଷ୍ଠ ଅଧିକାରୀଙ୍କୁ ଆକର୍ଷିତ କରିବ।
କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଉଦାର ସ୍ଵଭାବ ଲୋକେ ପସନ୍ଦ କରିବେ। ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବିଦେଶରେ ରହୁଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ। ବ୍ୟାପାର କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।
ମୀନ ରାଶି :-ଆଜିର ଦିନଟି ଅନୁକୂଳ ରହିଛି।ଘରର ବିତ୍ତିୟ ସ୍ଥିତି ସୁଦୃଢ ରହିବ। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। କାର୍ଯ୍ୟ ମାମଲାରେ ଆପଣ କୌଣସି ସ୍ଥାନକୁ ଯାତ୍ରା କରି ପାରନ୍ତି। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବେ। ପରିବାର ଲୋକେ ସର୍ବଦା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।