ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବାର, ତିଥି, ଗ୍ରହ ଓ ନକ୍ଷତ୍ର ମାନଙ୍କୁ ଆଧାର କରି ରାଶିଫଳ ଗଣନା କରାଯାଇଥାଏ। ଏହି ରାଶିଫଳ ଦ୍ଵାରା ବ୍ୟକ୍ତିର ବ୍ୟକ୍ତିତ୍ଵ, କ୍ୟାରିୟର, ବ୍ୟାପାର, ଚାକିରି , ପ୍ରେମ ଜୀବନ ବୈବାହିକ ଜୀବନ ଏବଂ ଭବିଷ୍ୟତରେ ହେବାକୁ ଥିବା ଶୁଭ ବା ଅଶୁଭ ଘଟଣା ଗୁଡ଼ିକ ବିଷୟରେ ବିସ୍ତାର ରୂପରେ ସୂଚନା ମିଳିଥାଏ। ତେବେ ଆସନ୍ତୁ ଜାଣିବା ରାଶିଚକ୍ରରେ ଥିବା ୧୨ ଗୋଟି ରାଶିର ଲୋକଙ୍କ ପାଇଁ ଆଜିର ଦିନଟି କିପରି ରହିଛି।
ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। କାର୍ଯ୍ୟକ୍ଷେତ୍ରରେ ଆଶାନୁରୂପ ସଫଳତା ହାସଲ କରିବେ। ଅନ୍ୟମାନଙ୍କ ଉପରେ ଆଖି ବନ୍ଦ କରି ଭରସା କରନ୍ତୁ ନାହିଁ। ଭୌତିକ ସୁଖ ସୁବିଧାରେ ବୃଦ୍ଧି ହେବ। ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ।
ବୃଷ ରାଶି :-ଆପଣଙ୍କ ମାନସମ୍ମାନରେ ବୃଦ୍ଧି ହେବ। ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। ଚାକିରି କ୍ଷେତ୍ରରେ କଠିନ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିପାରେ। ଭଗବାନ ଗଣେଶଙ୍କର ସ୍ତୁତି କରନ୍ତୁ, ଆପଣଙ୍କର ସବୁ ମନସ୍କାମନା ପୂରଣ ହେବ। ପୈତୃକ ସମ୍ପତ୍ତି ପ୍ରାପ୍ତ ହୋଇପାରେ।
ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବ୍ୟାପାର କ୍ଷେତ୍ରରେ ଲାଭ ପ୍ରାପ୍ତ କରିବେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନରେ ଉତ୍ତମ ବୁଝାମଣା ରହିବ। ଚାକିରି କ୍ଷେତ୍ରରେ ଆପଣଙ୍କୁ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି। ଆୟରେ ବୃଦ୍ଧି ହେବ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣ ଆଜି ଅଧିକ ଉତ୍ସାହିତ ଓ ଆତ୍ମବିଶ୍ବାସୀ ରହିବେ। ଅଯଥା ବିବାଦରେ ସାମିଲ ହୁଅନ୍ତୁ ନାହିଁ। ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ହେବେ।
ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କ ଆୟରେ ବୃଦ୍ଧି ହେବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଆପଣ ଶାରୀରିକ ଓ ମାନସିକ ରୂପରେ ସୁସ୍ଥ ରହିବେ। କାରବାର ମାମଲାରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି।
କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସଂପର୍କୀୟଙ୍କ ସହିତ ଆପଣଙ୍କ ସମ୍ପର୍କରେ ସୁଧାର ଆସିବ। ଅଟକି ରହିଥିବା ଟଙ୍କା ଆପଣ ଉଚିତ ସମୟରେ ଫେରସ୍ତ ପାଇବେ। ପରିବାରରେ କୌଣସି ଧାର୍ମିକ ଅନୁଷ୍ଠାନର ଆୟୋଜନ ହୋଇପାରେ। ବ୍ୟବସାୟରେ ଆପଣଙ୍କ ଯୋଜନା ସଫଳ ରହିବ।
ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣଙ୍କର ସମସ୍ତ ଅଭିଳାଷା ପୂରଣ ହେବ। ବିରୋଧୀ ମାନଙ୍କ ଉପରେ ଆପଣ ବିଜୟ ହାସଲ କରିବେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ରାସ୍ତାରେ ବାହନ ଚଳାଚଳ କରିବା ସମୟରେ ସାବଧାନ ରୁହନ୍ତୁ।
ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଶିକ୍ଷିକ କାର୍ଯ୍ୟରେ ଧ୍ୟାନ ଦିଅନ୍ତୁ। ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବାର ଆବଶ୍ୟକତା ରହିଛି।ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି।
ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ନିକିପାରେ। ଭାଇଭଉଣୀଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ କୌଣସି କର୍ମଚାରୀଙ୍କ ସହିତ ବିବାଦ ହୋଇପାରେ।ବିବାହିତ ଲୋକଙ୍କର ଗୃହସ୍ଥ ଜୀବନରେ ସାମାନ୍ୟ ମତଭେଦ ସୃଷ୍ଟି ହୋଇପାରେ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସ୍ବାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ।ପୁରୁଣା ବନ୍ଧୁଙ୍କ ଠାରୁ ଭରପୁର ସହଯୋଗ ପ୍ରାପ୍ତ କରିବେ। ବ୍ୟବସାୟିକ ମାମଲାରେ ସୁର ସ୍ଥାନକୁ ଯାତ୍ରା କରି ପାରନ୍ତି। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ଆୟରେ ବୃଦ୍ଧି ହେବ।
କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କ ମନରେ ନିରାଶା ଓ ଅସନ୍ତୋଷ ଭାବନା ସୃଷ୍ଟି ହୋଇପାରେ। ଆପଣଙ୍କୁ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତ ହେବ। ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ପରିବାର ଉପରୁ ସବୁ ସମସ୍ୟା ଦୂର ହୋଇଯିବ।
ମୀନ ରାଶି :-ବ୍ୟାପାର କ୍ଷେତ୍ରରେ ଲାଭ ପ୍ରାପ୍ତ ହେବ। ସ୍ବାସ୍ଥ୍ୟ ପ୍ରତି ସଚେତନ ହୁଅନ୍ତୁ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ରଖିବେ।ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ବ୍ୟବସାୟରେ ଲାଭବାନ ହେବେ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ।
