ଆମେ ଆପଣଙ୍କୁ ୧୫ ଅକ୍ଟୋବର ରାଶିଫଳ କହିବାକୁ ଯାଉଛୁ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବାର, ତିଥି, ଗ୍ରହ ଓ ନକ୍ଷତ୍ର ମାନଙ୍କୁ ଆଧାର କରି ରାଶିଫଳ ଗଣନା କରାଯାଇଥାଏ। ଏହି ରାଶିଫଳ ଦ୍ଵାରା ବ୍ୟକ୍ତିର ବ୍ୟକ୍ତିତ୍ଵ, କ୍ୟାରିୟର, ବ୍ୟାପାର, ଚାକିରି , ପ୍ରେମ ଜୀବନ ବୈବାହିକ ଜୀବନ ଏବଂ ଭବିଷ୍ୟତରେ ହେବାକୁ ଥିବା ଶୁଭ ବା ଅଶୁଭ ଘଟଣା ଗୁଡ଼ିକ ବିଷୟରେ ବିସ୍ତାର ରୂପରେ ସୂଚନା ମିଳିଥାଏ। ତେବେ ଆସନ୍ତୁ ଜାଣିବା ରାଶିଚକ୍ରରେ ଥିବା ୧୨ ଗୋଟି ରାଶିର ଲୋକଙ୍କ ପାଇଁ ଆଜିର ଦିନଟି କିପରି ରହିଛି।
ମେଷ ରାଶି :-ଆଜି ଆପଣଙ୍କୁ ଚାକିରୀରେ ପରିବର୍ତ୍ତନ କରିବା ପାଇଁ ଉତ୍ତମ ଅବସର ପ୍ରାପ୍ତ ହେବ। ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ। ପରିବାରରେ ହସଖୁସିର ମାହୋଲ ରହିବ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।
ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟ ଦେଖି ପ୍ରଶଂସିତ ହେବେ। ସନ୍ତାନଙ୍କ ସଫଳତାରେ ଆପଣଙ୍କ ମନ ପ୍ରସନ୍ନ ରହିବ। ବ୍ୟାପାରରେ ବିସ୍ତାର କରିବା ପାଇଁ ଏହି ସମୟ ଅନୁକୂଳ ରହିଛି।
ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାରର ସମସ୍ତ ଦାୟିତ୍ୱକୁ ଆପଣ ସଠିକ ଢଙ୍ଗରେ ତୁଲାଇବେ। ଆପଣଙ୍କୁ ଅଯଥା ବିବାଦରେ ସାମିଲ ହେବା ଉଚିତ ନୁହେଁ। ଆଜି ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଭାଗ୍ୟ ସର୍ବଦା ଆପଣଙ୍କ ସପକ୍ଷରେ ରହିବ। କାର୍ଯ୍ୟକ୍ଷେତ୍ରରେ ଆପଣ ଉଚିତ ଲାଭ ପ୍ରାପ୍ତ କରିବେ। ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ।କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।
ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟରେ ଲାଭବାନ ହେବେ। ଘରର ଆର୍ଥିକ ସ୍ଥିତିରେ ସୁଧାର ହେବ। ସମାଜରେ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବଜାୟ ରହିବ।କୌଣସି ସ୍ଥାନରେ ନିବେଶ କରି ଲାଭବାନ ହେବେ।
କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଅବିବାହିତ ଲୋକଙ୍କ ପାଇଁ ବିବାହର ପ୍ରସ୍ତାବ ଆସିପାରେ। କାର୍ଯ୍ୟକ୍ଷେତ୍ରରେ ସମସ୍ୟା ବଢିପାରେ। ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ମିଳିପାରେ। ଆପଣଙ୍କର ସମସ୍ତ ଅଭିଳାଷା ପୂରଣ ହେବ।
ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘରର ବାତାବରଣ ସକାରାତ୍ମକ ରହିବ। ଆଜି ଆପଣ କୌଣସି ଧାର୍ମିକ ଅନୁଷ୍ଠାନରେ ଯୋଗଦାନ କରି ପାରନ୍ତି। ବିଦ୍ୟାର୍ଥୀ ମାନଙ୍କର ପାଠପଢାରେ କିଛି ଅସୁବିଧା ଦେଖା ଦେଇପାରେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।
ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆର୍ଥିକ ସଙ୍କଟ ଦୂର ହେବ। ଯଦି ଆପଣ ନୂଆ ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଛନ୍ତି, ତାହେଲେ ଏହି ସମୟ ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣ ନିଜ କ୍ରୋଧ ଓ ଅହଙ୍କାର ତ୍ୟାଗ କରନ୍ତୁ।
ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି।ଆପଣଙ୍କର ଭୌତିକ ସୁଖ ସୁବିଧାରେ ବୃଦ୍ଧି ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଏବଂ ପ୍ରେମ ଓ ମଧୁରତା ବଢିବ। ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲାଇନ ଆଗକୁ ବଢିବା ପାଇଁ ନୂତନ ପନ୍ଥା ଆପଣେଇବେ। ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ଭାଗ୍ୟ ବଳରେ ଆପଣଙ୍କର ସବୁ ଅଭିଳାଷା ପୂରଣ ହେବ।
କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କ ପାର୍ଟନର ଆପଣଙ୍କ ଉପରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ଏହି ସମୟରେ ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ଉପରେ ବିଶେଷ ରୂପରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ବ୍ୟକ୍ତିଗତ ଜୀବନରେ ସାମାନ୍ୟ ମତଭେଦ ହୋଇପାରେ।
ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ସନ୍ତାନଙ୍କ ପକ୍ଷରୁ ସୁଖଦ ସମାଚାର ମିଳିପାରେ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବ।ଆପଣ କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେଇ ପାରନ୍ତି।
