ଆମେ ଆପଣଙ୍କୁ ୧୮ ଅକ୍ଟୋବର ରାଶିଫଳ କହିବାକୁ ଯାଉଛୁ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବାର, ତିଥି, ଗ୍ରହ ଓ ନକ୍ଷତ୍ର ମାନଙ୍କୁ ଆଧାର କରି ରାଶିଫଳ ଗଣନା କରାଯାଇଥାଏ। ଏହି ରାଶିଫଳ ଦ୍ଵାରା ବ୍ୟକ୍ତିର ବ୍ୟକ୍ତିତ୍ଵ, କ୍ୟାରିୟର, ବ୍ୟାପାର, ଚାକିରି , ପ୍ରେମ ଜୀବନ ବୈବାହିକ ଜୀବନ ଏବଂ ଭବିଷ୍ୟତରେ ହେବାକୁ ଥିବା ଶୁଭ ବା ଅଶୁଭ ଘଟଣା ଗୁଡ଼ିକ ବିଷୟରେ ବିସ୍ତାର ରୂପରେ ସୂଚନା ମିଳିଥାଏ। ତେବେ ଆସନ୍ତୁ ଜାଣିବା ରାଶିଚକ୍ରରେ ଥିବା ୧୨ ଗୋଟି ରାଶିର ଲୋକଙ୍କ ପାଇଁ ଆଜିର ଦିନଟି କିପରି ରହିଛି।
ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ। କାରବାରରେ ବୃଦ୍ଧି ହେବ। ବିଦ୍ୟାର୍ଥୀ ମାନେ କଠପଢ଼ା ପ୍ରତି ରୁଚି ରଖିବେ। ଘରର ଖର୍ଚ୍ଚ ବଢିପାରେ।ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ।
ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ଜମିବାଡ଼ି ଓ ସମ୍ପତ୍ତି ପ୍ରାପ୍ତ ହୋଇପାରେ। ଆଜି ଆପଣ ଅଧିକ ଉତ୍ସାହିତ ରହିବେ। ପରିବାରରେ କିଛି ସମସ୍ୟା ଦେଖା ଦେଇପାରେ। ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ।
ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣଙ୍କୁ ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ସନ୍ତାନଙ୍କୁ ନେଇ ଆପଣ ଚିନ୍ତିତ ରହିବେ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମର ଆୟୋଜନ ହୋଇପାରେ।
କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କ ମନ ଶାନ୍ତ ରହିବ। ଭୌତିକ ସୁଖ ସୁବିଧାରେ ବୃଦ୍ଧି ହେବ। ପରିବାରରେ ଧାର୍ମିକ ଅନୁଷ୍ଠାନର ଆୟୋଜନ ହେବ। ଆମଦାନୀରେ ବୃଦ୍ଧି ହେବ। ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ।
ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସନ୍ତାନଙ୍କ ପ୍ରତି ରହିଥିବା ଦାୟିତ୍ୱକୁ ଆପଣ ସଠିକ ଢଙ୍ଗରେ ତୁଲାଇବେ। ପରିବାର ଲୋକେ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ଚାକିରି ଖୋଜୁଥିବା ଲୋକଙ୍କୁ ଆଶାନୁରୂପ ଚାକିରି ମିଳିବ।
କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ଆମଦାନୀରେ ବୃଦ୍ଧି ହେବ। ଆମଦାନୀରେ ବୃଦ୍ଧି ହେବ। ସାଂସାରିକ ଜୀବନରେ ଆପଣଙ୍କର ସୁଖ ସାଧନର ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ କରି ଆଶାନୁରୂପ ସଫଳତା ହାସଲ କରିବେ।
ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କୁ ନିଜ ଜୀବନଶୈଳୀରେ କିଛି ପରିବର୍ତ୍ତନ କରିବା ଆବଶ୍ୟକ। ଆପଣଙ୍କ ଆତ୍ମବିଶ୍ବାସ ସୁଦୃଢ ରହିବ। ଆପଣଙ୍କୁ ନିଜ ଖର୍ଚ୍ଚ ପ୍ରତି ଯଥେଷ୍ଟ ନିୟନ୍ତ୍ରଣ ରଖିବା ଆବଶ୍ୟକ। ସମ୍ପର୍କୀୟଙ୍କ ଠାରୁ ଉପହାର ମିଳିବ।
ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଚାନକ ଧନଲାଭ ହେବାର ସମ୍ଭାବନା ରହିଛି। ଆପଣ କୌଣସି ବିବାଦକୁ ସମାଧାନ କରିବା ପାଇଁ ପ୍ରୟାସ କରିବେ।ପୈତୃକ ସଂପତ୍ତିରୁ ଆପଣଙ୍କୁ ଲାଭ ପ୍ରାପ୍ତ ହେବ। ପରିବାରରେ ଅଶାନ୍ତି ଦେଖା ଦେଇପାରେ।
ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି।କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ। ଚାକିରି କ୍ଷେତ୍ରରେ ଆପଣଙ୍କ ଉପରେ କାର୍ଯ୍ୟ ଚାପ ବଢିପାରେ। ବିରୋଧୀ ମାନଙ୍କ ଠାରୁ ବିଜୟ ହାସଲ କରି ପାରନ୍ତି। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ।
ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହେବେ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ଶିକ୍ଷଣୀୟ କାର୍ଯ୍ୟରେ ଆପଣଙ୍କୁ ଲାଭ ପ୍ରାପ୍ତ ହେବ। ଚାକିରି କ୍ଷେତ୍ରରେ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି।
କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ ନୂତନ ଅବସର ପ୍ରାପ୍ତ ହେବ।ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ବ୍ୟବସାୟକୁ ସୁଦୃଢ କରିବା ପାଇଁ ଆପଣ କଠିନ ପରିଶ୍ରମ କରିବେ। ଆପଣଙ୍କ ମନ ପ୍ରସନ୍ନ ରହିବେ। ପରିବାରରେ ମାଙ୍ଗଳିକ କାର୍ଯ୍ୟକ୍ରମର ଆୟୋଜନ ହୋଇପାରେ।
ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟ ଦେଖି ସନ୍ତୁଷ୍ଟ ହେବେ।ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ଘରର ଆର୍ଥିକ ଅବସ୍ଥା ସୁଦୃଢ କରିବା। ଆପଣଙ୍କର ମନୋବଳ ଓ ଆତ୍ମବିଶ୍ବାସ ସୁଦୃଢ ରହିବ।