ରାଶିଫଳ ୨୧ ଅକ୍ଟୋବର ୨୦୨୨: ଏହି ରାଶିର ଲୋକେ ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ,ଜାଣନ୍ତୁ ସମସ୍ତ ରାଶିର ଭବିଷ୍ୟତ।

ଆମେ ଆପଣଙ୍କୁ ୨୧ ଅକ୍ଟୋବର ଶୁକ୍ରବାର ଦିନର ରାଶିଫଳ କହିବାକୁ ଯାଉଛୁ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବାର, ତିଥି, ଗ୍ରହ ଓ ନକ୍ଷତ୍ର ମାନଙ୍କୁ ଆଧାର କରି ରାଶିଫଳ ଗଣନା କରାଯାଇଥାଏ। ଏହି ରାଶିଫଳ ଦ୍ଵାରା ବ୍ୟକ୍ତିର ବ୍ୟକ୍ତିତ୍ଵ, କ୍ୟାରିୟର, ବ୍ୟାପାର, ଚାକିରି , ପ୍ରେମ ଜୀବନ ବୈବାହିକ ଜୀବନ ଏବଂ ଭବିଷ୍ୟତରେ ହେବାକୁ ଥିବା ଶୁଭ ବା ଅଶୁଭ ଘଟଣା ଗୁଡ଼ିକ ବିଷୟରେ ବିସ୍ତାର ରୂପରେ ସୂଚନା ମିଳିଥାଏ। ତେବେ ଆସନ୍ତୁ ଜାଣିବା ରାଶିଚକ୍ରରେ ଥିବା ୧୨ ଗୋଟି ରାଶିର ଲୋକଙ୍କ ପାଇଁ ଆଜିର ଦିନଟି କିପରି ରହିଛି

ମେଷ ରାଶି:-ବ୍ୟାପାର କ୍ଷେତ୍ରରେ ଆପଣ ଲାଭବାନ ହେବେ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ପାଠପଢା କାର୍ଯ୍ୟରେ ଆପଣଙ୍କର ରୁଚି ବଢିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ।

ବୃଷ ରାଶି :-ପରିବାରର ସମସ୍ତ ଦାୟିତ୍ବ ଆପଣ ତୁଲାଇବେ। ଆପଣଙ୍କର ଧର୍ମ କର୍ମ ପ୍ରତି ରୁଚି ବଢିବ। ଶତ୍ରୁ ମାନଙ୍କ ଠାରୁ ବିଜୟ ହାସଲ କରି ପାରନ୍ତି। କାରବାରରେ ସୁଧାର ଆସିବ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସାଂସାରିକ ସୁଖ ସାଧନରେ ବୃଦ୍ଧି ହେବ। ଘରେ ନକାରାତ୍ମକ ସ୍ଥିତିରେ ସୁଧାର ଆସିବ। କାର୍ଯ୍ୟକ୍ଷେତ୍ରରେ ଅନ୍ୟମାନଙ୍କର ହସ୍ତକ୍ଷେପ ଆପଣଙ୍କ ପାଇଁ ସମସ୍ୟାର କାରଣ ହୋଇପାରେ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସମସ୍ତେ ଆପଣଙ୍କ କଥାକୁ ଧ୍ୟାନ ସହକାରେ ଶୁଣିବେ। ବ୍ୟାପାର କ୍ଷେତ୍ରରେ ବଡ଼ ସଫଳତା ମିଳିବ। ବ୍ୟାପାର କ୍ଷେତ୍ରରେ ଲାଭ ପ୍ରାପ୍ତ କରିବେ। ସ୍ବାସ୍ଥ୍ୟ ସମ୍ବନ୍ଧିତ ସମସ୍ୟା ଖୁବ୍ ଶୀଘ୍ର ଦୂର ହୋଇଯିବ। ଚାକିରି କ୍ଷେତ୍ରରେ ଆପଣଙ୍ ମିଳିବାର ସମ୍ଭାବନା ରହିଛି।

ସିଂହ ରାଶି :-ଆଜି ଆପଣଙ୍କ ପରାକ୍ରମରେ ବୃଦ୍ଧି ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ସବୁ ଦୂର ହୋଇଯିବ। ଶିକ୍ଷଣୀୟ କାର୍ଯ୍ୟରେ ଆପଣଙ୍କୁ ଲାଭ ପ୍ରାପ୍ତ ହେବ। ଅଯଥା ବିବାଦରେ ସାମିଲ ହୁଅନ୍ତୁ ନାହିଁ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟିକ ମାମଲାରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି କରନ୍ତୁ। ପିତାମାତା ସର୍ବଦା ଆପଣଙ୍କ ସପକ୍ଷରେ ରହିବେ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ସନ୍ତାନଙ୍କ ପାଠପଢାକି ନେଇ ଆପଣ ଚିନ୍ତିତ ରହିବେ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କର ଅଟକି ରହିଥିବା ଟଙ୍କା ଆପଣଙ୍କୁ ଫେରସ୍ତ ମିଳିବ। ପରିବାରର ସୁଖଶାନ୍ତି ବିଦ୍ୟମାନ ହେବ। ପୁରୁଣା ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ବିଛା ରାଶି:-ଆଜି ଆପଣଙ୍କର ସମସ୍ତ ଇଛା ପୂରଣ ହେବ। ବିରୋଧୀ ମାନଙ୍କ ଠାରୁ ବିଜୟ ହାସଲ କରିବେ। ବ୍ୟାପାର କ୍ଷେତ୍ରରେ ଲାଭବାନ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଆପଣଙ୍କୁ କଠିନ ପରିଶ୍ରମ କରିବାକୁ ପଡିବ। ଆପଣଙ୍କ ପ୍ରୟାସ ସଫଳ ରହିବ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ସଫଳତା ହାସଲ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ରଖିବେ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି ସମ୍ପର୍କୀୟଙ୍କ ସହିତ ମତଭେଦ ହୋଇପାରେ। ଆପଣଙ୍କୁ କୌଣସି ପାର୍ଟିକୁ ଯିବାର ଅବସର ପ୍ରାପ୍ତ ହେବ। ପ୍ରେମ ଜୀବନରେ ମଧୁରତା ଆସିବ। କାର୍ଯ୍ୟକ୍ଷେତ୍ରରେ ଆପଣ ଅଧିକ ଚାପ ଗ୍ରସ୍ତ ରହିବ। ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ପ୍ରେମୀ ଆପଣଙ୍କ ପାଇଁ କିଛି ଖାସ କରି ପାରନ୍ତି। ଆର୍ଥିକ ମାନ୍ଦାବସ୍ଥା କାରଣରୁ ଆପଣଙ୍କର ରଚନାତ୍ମକ କାର୍ଯ୍ୟରେ ବାଧା ସୃଷ୍ଟି ହେବ। ଅଚାନକ ଆପଣଙ୍କୁ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ଆପଣଙ୍କ ସାହସ ଓ ପରାକ୍ରମରେ ବୃଦ୍ଧି ହେବ।

Leave a Reply

Your email address will not be published. Required fields are marked *