୨୪ ଅକ୍ଟୋବର ରାଶିଫଳ: ମିଥୁନ,ସିଂହ, କୁମ୍ଭ ରାଶିର ଲୋକଙ୍କ ପାଇଁ ଦୀପାବଳି ପର୍ବ ଶୁଭ ସାବ୍ୟସ୍ତ ହେବ। ଜାଣନ୍ତୁ ଅନ୍ୟ ରାଶି ଗୁଡ଼ିକର ଅବସ୍ଥା।

ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟୟ ଅଧିକ ହୋଇପାରେ। ବ୍ୟବସାୟିକ କ୍ଷେତ୍ରରେ ଆପଣ ଲାଭବାନ ହେବେ। ଚାକିରି ଖୋଜୁଥିବା ଲୋକଙ୍କୁ ଆଶାନୁରୂପ ଚାକିରି ମିଳିବ।ପ୍ରେମୀ ଯୁଗଳଙ୍କ ପାଇଁ ଦିନଟି ଅନୁକୂଳ ରହିଛି।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ଲାଭଦାୟକ ସାବ୍ୟସ୍ତ ହେବ। ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ କୌଣସି ସମସ୍ୟା ଉତ୍ପନ୍ନ ହେଉ ଥିଲେ ବରିଷ୍ଠ ଅଧିକାରୀଙ୍କ ସହିତ ପରାମର୍ଶ କରନ୍ତୁ। ସାମାଜିକ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପୈତୃକ ସମ୍ପତ୍ତି ପ୍ରାପ୍ତ ହୋଇପାରେ। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ। ପରିବାର ଲୋକଙ୍କ ସହିତ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ପରିବାରରେ ବୃଦ୍ଧ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ଚିନ୍ତିତ ରହି ପାରନ୍ତି।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପିତାମାତାଙ୍କ ଠାରୁ ଆଶୀର୍ବାଦ ଲାଭ କରି କାର୍ଯ୍ୟକ୍ଷେତ୍ରକୁ ଯାଆନ୍ତୁ। ଘରେ ସୁଖଶାନ୍ତି ବିଦ୍ୟମାନ ହେବ। ରାଜନୀତି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପ୍ରଶାସନିକ ନିଯୁକ୍ତି ମିଳିବ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣ ଆଜି ଅଧିକ ପ୍ରସନ୍ନ ରହିବେ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚାହୁଁଥିଲେ, ଆପଣଙ୍କୁ ନିଜ ବୁଦ୍ଧି ପ୍ରୟୋଗ କରିବା ଆବଶ୍ୟକ। ବିଦ୍ୟାର୍ଥୀ ମାନଙ୍କୁ ଉଚ୍ଚ ଶିକ୍ଷା ନିମନ୍ତେ ମାର୍ଗ ପ୍ରାପ୍ତ ହେବ। ଜୀବନସାଥୀଙ୍କ ସହିତ ଚାଲିଥିବା ମତଭେଦ ଦୂର ହେବ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପରିବାର ଲୋକେ ଆପଣଙ୍କ ଉପରେ ପ୍ରସନ୍ନ ରହିବେ। ସନ୍ତାନଙ୍କ ପାଇଁ ଆପଣ କିଛି ଉପହାର ନେଇ ପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ସର୍ବଦା ଆପଣଙ୍କ ଉପରେ ରହିବ। ବିବାହିତ ଲୋକଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଭାଗ୍ୟ ଆପଣଙ୍କ ସପକ୍ଷରେ ରହିବ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ନୂତନ ବାହନ କ୍ରୟ କରି ପାରନ୍ତି। ପରିବାର ଲୋକଙ୍କ ସହିତ ଆପଣ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାର ଲୋକଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ। ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ମିଳିପାରେ। ବ୍ୟବସାୟରେ ଲାଭବାନ ହେବେ ଏବଂ ବଡ଼ ଡିଲ ଫାଇନାଲ ହୋଇପାରେ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କୁ କଠିନ ସମସ୍ୟାର ସାମ୍ନା କରିବାକୁ ପଡିପାରେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଆପଣଙ୍କୁ ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ଯଦି ଆପଣ ଚାକିରି ବଦଳାଇବା ପାଇଁ ଚାହୁଁଛନ୍ତି, ତାହେଲେ ଏହି ସମୟ ଅନୁକୂଳ ରହିଛି।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣ ସକାରାତ୍ମକ ଉର୍ଜାରେ ପରିପୂର୍ଣ ରହିବେ। ଆପଣଙ୍କୁ ଗୁରୁଜନଙ୍କୁ ଦୁଃଖିତ କରାଇବା ଉଚିତ ନୁହେଁ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣ ନିଜ ଦାୟିତ୍ୱ ତୁଲାଇବେ ଏବଂ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତି କରିବେ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆୟରେ ବୃଦ୍ଧି ହେବ। ଘରେ ରହିଥିବା ବୃଦ୍ଧ ଲୋକଙ୍କ ସ୍ୱାସ୍ଥ୍ୟକୁ ନେଇ ଆପଣ ଚିନ୍ତିତ ରହିବେ। ଆପଣଙ୍କୁ ନିଜ ଅହଙ୍କାର ତ୍ୟାଗ କରିବା ଆବଶ୍ୟକ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆୟରେ ବୃଦ୍ଧି ହେବ। ବରିଷ୍ଠ ଅଧିକାରୀ ଆପଣଙ୍କୁ ସମ୍ମାନ କରିବା ସହିତ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ। ଘରର ଆର୍ଥିକ ସ୍ଥିତିରେ ସୁଧାର ହେବ। ସମାଜରେ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବଜାୟ ରହିବ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବାକୁ।

Leave a Reply

Your email address will not be published. Required fields are marked *