ରାଶିଫଳ ୨୯ ଅକ୍ଟୋବର ୨୦୨୨: ଜାଣନ୍ତୁ ସମସ୍ତ ରାଶିର ଭବିଷ୍ୟତ ଫଳ।

ଆମେ ଆପଣଙ୍କୁ ୨୯ ଅକ୍ଟୋବର ଶନିବାର ଦିନର ରାଶିଫଳ କହିବାକୁ ଯାଉଛୁ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବାର, ତିଥି, ଗ୍ରହ ଓ ନକ୍ଷତ୍ର ମାନଙ୍କୁ ଆଧାର କରି ରାଶିଫଳ ଗଣନା କରାଯାଇଥାଏ। ଏହି ରାଶିଫଳ ଦ୍ଵାରା ବ୍ୟକ୍ତିର ବ୍ୟକ୍ତିତ୍ଵ, କ୍ୟାରିୟର, ବ୍ୟାପାର, ଚାକିରି , ପ୍ରେମ ଜୀବନ ବୈବାହିକ ଜୀବନ ଏବଂ ଭବିଷ୍ୟତରେ ହେବାକୁ ଥିବା ଶୁଭ ବା ଅଶୁଭ ଘଟଣା ଗୁଡ଼ିକ ବିଷୟରେ ବିସ୍ତାର ରୂପରେ ସୂଚନା ମିଳିଥାଏ। ତେବେ ଆସନ୍ତୁ ଜାଣିବା ରାଶିଚକ୍ରରେ ଥିବା ୧୨ ଗୋଟି ରାଶିର ଲୋକଙ୍କ ପାଇଁ ଆଜିର ଦିନଟି କିପରି ରହିଛି

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣଙ୍କର ସବୁ ଚିନ୍ତା ଦୂର ହେବ। ଆପଣଙ୍କୁ ବ୍ୟବସାୟିକ ମାମଲାରେ ନିଜ ଯୋଜନାକୁ ବୁଝି ବିଚାରି କାର୍ଯ୍ୟକାରୀ କରିବା ଉଚିତ।ଅନ୍ୟମାନଙ୍କୁ ଖୁସିରେ ରଖିବା ପାଇଁ ଆପଣ ଅଯଥା ଚିନ୍ତା କରନ୍ତୁ ନାହିଁ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ଉପରେ ବିଶେଷ ରୂପରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ପ୍ରେମ ମାମଲାରେ ସଫଳ ହେବେ। ପରିବାର ସହିତ କୌଣସି ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ସାମାଜିକ କାର୍ଯ୍ୟକ୍ରମରେ ଆପଣ ଯୋଗଦାନ କରିବେ। ଜୀବନସାଥୀଙ୍କ ସହିତ ଉଚିତ ସମୟ ଅତିବାହିତ କରିବେ। ଈଶ୍ବରଙ୍କ ଆଶୀର୍ବାଦ ସର୍ବଦା ଆପଣଙ୍କ ଉପରେ ରହିବେ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ମିଳିପାରେ। ଅଧିକ ଧନ ଉପାର୍ଜନ କରିବା ପାଇଁ ଆପଣଙ୍କୁ ନୂତନ ସ୍ରୋତ ପ୍ରାପ୍ତ ହେବ। ଆପଣ ନିଜ ପୁରୁଣା ବନ୍ଧୁଙ୍କ ସହିତ ଦେଖା ସାକ୍ଷାତ କରି ପାରନ୍ତି।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆଜି ଆପଣ କାର୍ଯ୍ୟରେ ବ୍ୟସ୍ତ ରହି ପାରନ୍ତି। ଘରେ ବିବାହ ପକ୍କା ହୋଇପାରେ। ଆପଣ ନିଜ ପାଇଁ ସମୟ ବାହାର କରନ୍ତୁ। ଏହି ସମୟରେ ଖର୍ଚ୍ଚ ବଢିପାରେ କିନ୍ତୁ ଆପଣ ଭବିଷ୍ୟତ ପାଇଁ ସଞ୍ଚୟ କରିବେ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଜୀବନସାଥୀଙ୍କ ତରଫରୁ କୌଣସି ସୁଖଦ ସମାଚାର ମିଳିପାରେ। ଆପଣ କରିଥିବା ନିବେଶରୁ ଆଜି ଲାଭ ପ୍ରାପ୍ତ କରିବେ। ବିଦ୍ୟାର୍ଥୀ ମାନଙ୍କ ପାଇଁ ଆଜିର ଦିନଟି ଅନୁକୂଳ ରହିବ। କାର୍ଯ୍ୟକ୍ଷେତ୍ରରେ କୌଣସି ସମସ୍ୟା ସୃଷ୍ଟି ହେଉଥିଲେ, ବରିଷ୍ଠ ଅଧିକାରୀଙ୍କ ସହିତ ପରାମର୍ଶ କରନ୍ତୁ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆର୍ଥିକ ପରିସ୍ଥିତି ସୁଦୃଢ ରହିବ, ଯାହାଫଳରେ ଆପଣଙ୍କ ମନ ଆଜି ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହିତ କିଣାକିଣି କରିବା ପାଇଁ ବାହାର ସ୍ଥାନକୁ ଯାଇ ପାରନ୍ତି। କିନ୍ତୁ ଆପଣଙ୍କୁ ନିଜ ଖର୍ଚ୍ଚ ଉପରେ ଧ୍ୟାନ ରଖିବାର ଆବଶ୍ୟକତା ରହିଛି।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପରିବାର ଲୋକଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ। ପତିପତ୍ନୀଙ୍କ ମଧ୍ୟରେ ସମ୍ପର୍କ ସୁଦୃଢ ରହିବ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ। ଅଯଥା ଅହଙ୍କାର ନିଜ ମନରେ ରଖନ୍ତୁ ନାହିଁ, ନଚେତ ଆପଣ ବର୍ବାଦ ହୋଇ ପାରନ୍ତି।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। କାର୍ଯ୍ୟ ମାମଲାରେ କୌଣସି ସ୍ଥାନକୁ ଯାତ୍ରା କରିବା ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣ କାହାକୁ ଉଧାର ଦେଇଥିବା ଟଙ୍କା ଉଚିତ ସମୟରେ ଫେରସ୍ତ ପାଇବେ। ଭାଗ୍ୟ ସର୍ବଦା ଆପଣଙ୍କ ସପକ୍ଷରେ ରହିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ଖର୍ଚ୍ଚ ବଢିପାରେ। ପ୍ରେମୀଙ୍କ ସହିତ କୌଣସି କଥାରେ ମତଭେଦ ହୋଇପାରେ। ଆପଣଙ୍କ ଆତ୍ମବିଶ୍ବାସ ବୃଦ୍ଧି ହେବ। ଅବିବାହିତ ଲୋକଙ୍କର ପ୍ରେମ ବିବାହ ଗୋଇପାରେ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିବ। ଆପଣଙ୍କୁ ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ଆଧ୍ୟାତ୍ମିକ କାର୍ଯ୍ୟରେ ଆପଣ ମନ ନିବେଶ କରିବେ। ଆକସ୍ମିକ ଧନଲାଭ ହୋଇପାରେ। ବ୍ୟବସାୟିକ ମାମଲାରେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣଙ୍କୁ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତି ହେବ। ପ୍ରେମ ଜୀବନରେ ଆପଣ ସଫଳ ହେବେ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *