ଆଜିର ରାଶିଫଳ : ୧୫ ସେପ୍ଟେମ୍ବର ୨୦୨୨,ଗୁରୁବାର: ଏହି ରାଶିର ଲୋକଙ୍କ ଉପରେ ପଡ଼ିବାକୁ ଯାଉଛି ଦେବୀ ଲକ୍ଷ୍ମୀଙ୍କର କୃପା ଦୃଷ୍ଟି। ଜାଣନ୍ତୁ ଗୁରୁବାର ଦିନର ରାଶିଫଳ।

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବାର, ତିଥି, ଗ୍ରହ ଓ ନକ୍ଷତ୍ର ମାନଙ୍କୁ ଆଧାର କରି ରାଶିଫଳ ଗଣନା କରାଯାଇଥାଏ। ଏହି ରାଶିଫଳ ଦ୍ଵାରା ବ୍ୟକ୍ତିର ବ୍ୟକ୍ତିତ୍ଵ, କ୍ୟାରିୟର, ବ୍ୟାପାର, ଚାକିରି , ପ୍ରେମ ଜୀବନ ବୈବାହିକ ଜୀବନ ଏବଂ ଭବିଷ୍ୟତରେ ହେବାକୁ ଥିବା ଶୁଭ ବା ଅଶୁଭ ଘଟଣା ଗୁଡ଼ିକ ବିଷୟରେ ବିସ୍ତାର ରୂପରେ ସୂଚନା ମିଳିଥାଏ। ତେବେ ଆସନ୍ତୁ ଜାଣିବା ରାଶିଚକ୍ରରେ ଥିବା ୧୨ ଗୋଟି ରାଶିର ଲୋକଙ୍କ ପାଇଁ ଆଜିର ଦିନଟି କିପରି ରହିଛି।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମରେ ଯୋଗଦାନ କରି ପାରନ୍ତି। କଳା ଓ ସାହିତ୍ୟ କ୍ଷେତ୍ରରେ ଜଡ଼ିତ ଲୋକଙ୍କ ପାଇଁ ଆଜିର ଦିନଟି ଅନୁକୂଳ ରହିଛି। ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ବିଶେଷ ରୂପରେ ଧ୍ୟାନ ଦେବା ଆବଶ୍ୟକ। ପ୍ରେମ ସମ୍ବନ୍ଧ ସୁଦୃଢ ରହିବ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କୁ ନିଜ କ୍ରୋଧୀ ସ୍ବଭାବକୁ ପରିବର୍ତ୍ତନ କରିବା ଆବଶ୍ୟକ। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବେ। କୌଣସି ସ୍ଥାନକୁ ଯାତ୍ରା କରି ପାରନ୍ତି। ପ୍ରେମୀ ଯୁଗଳଙ୍କ ପାଇଁ ଆଜିର ସମୟ ଅତ୍ୟନ୍ତ ଶୁଭ ରହିଛି।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିଛି । ବିରୋଧୀଙ୍କୁ ଆପଣ ପରାସ୍ତ କରିବେ। ଆପଣଙ୍କୁ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତି ହେବ। ବିବାହିତ ଲୋକଙ୍କର ବୈବାହିକ ସମ୍ପର୍କ ସୁଦୃଢ ରହିବ। ଘରେ ସକାରାତ୍ମକ ବାତାବରଣ ସୃଷ୍ଟି ହେବ। କୌଣସି ବଡ଼ କମ୍ପାନୀରେ ଆପଣଙ୍କୁ ଚାକିରି ମିଳିପାରେ। ଆପଣଙ୍କର ତ୍ଵଚା ସମ୍ବନ୍ଧିତ ସମସ୍ୟା ସୃଷ୍ଟି ହୋଇପାରେ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। କଳା କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ନିଜ ପ୍ରତିଭା ପ୍ରଦର୍ଶନ କରିବାର ସୁଯୋଗ ପ୍ରାପ୍ତ ହେବ। ବ୍ୟବସାୟରେ ଲାଭବାନ ହେବେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କୌଣସି ସମ୍ପର୍କୀୟ ଆପଣଙ୍କ ସହିତ ବିଶ୍ୱାସଘାତକତା କରି ପାରନ୍ତି। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ଜୀବନସାଥୀଙ୍କ ସହିତ ସାମାନ୍ୟ ମତଭେଦ ହୋଇପାରେ । ଆପଣଙ୍କର ସବୁ ଅଭିଳାଷା ପୂରଣ ହେବ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆଜି ଆପଣ ମଉଜ ମସ୍ତିରେ ଲିପ୍ତ ରହିବେ। ଆଧ୍ୟାତ୍ମିକ କାର୍ଯ୍ୟ ଆଡ଼କୁ ଆପଣଙ୍କର ଋଗ୍ୟାନ ବଢିବ।ବ୍ୟବସାୟରେ ଆପଣ ଉନ୍ନତି କରିବେ। ସେୟାର ବଜାରରେ ନିବେଶ କରି ସୁଫଳ ପାଇବେ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଭାଗ୍ୟ ସର୍ବଦା ଆପଣଙ୍କ ସପକ୍ଷରେ ରହିବ। ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବାର ଆବଶ୍ୟକତା ରହିଛି। କ୍ୟାରିୟରରେ ଉତ୍ଥାନ ଓ ପତନ ଦେଖା ଦେଇପାରେ। ଚାକିରି କ୍ଷେତ୍ରରେ କର୍ମଚାରୀ ଆପଣଙ୍କ କାର୍ଯ୍ୟ ଦେଖି ପ୍ରଶଂସା କରିବେ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କ ଆୟରେ ବୃଦ୍ଧି ହେବ। ଆପଣଙ୍କର ସମସ୍ତ ମନସ୍କାମନା ପୂରଣ ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ବ୍ୟବସାୟରେ ଲାଭବାନ ହେବେ।ଆପଣଙ୍କୁ ଚାକିରି କ୍ଷେତ୍ରରେ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟ ଦେଖି ସନ୍ତୁଷ୍ଟ ହେବେ। କ୍ୟାରିୟରରେ ଆପଣ ଅଗ୍ରଗତି କରିବେ। ଆପଣ ନିଜ ମନୋବଳ ଏବଂ ଆତ୍ମବିଶ୍ବାସକୁ ବାନ୍ଧି ରଖନ୍ତୁ। ସ୍ବାସ୍ଥ୍ୟକୁ ନେଇ ଆପଣ ଚିନ୍ତିତ ରହି ପାରନ୍ତି।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଅବିବାହିତ ଲୋକଙ୍କ ପାଇଁ ବିବାହର ପ୍ରସ୍ତାବ ଆସିପାରେ। ଆଜି ଆପଣ ଶାରୀରିକ ଓ ମାନସିକ ରୂପରେ ସୁସ୍ଥ ରହିବେ। ବାହାର ସ୍ଥାନରେ ଖାଦ୍ୟ ସେବନ କରନ୍ତୁ ନାହିଁ,ନଚେତ ସ୍ବାସ୍ଥ୍ୟ ଖରାପ ହୋଇ ପାରେ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବ୍ୟବସାୟିକ କାର୍ଯ୍ୟରେ ଆପଣ ବାହାର ସ୍ଥାନକୁ ଯାତ୍ରା କରି ପାରନ୍ତି।ପରିବାର ପ୍ରତି ଉଚିତ ଦାୟିତ୍ୱ ତୁଲାଇବେ। ଆପଣଙ୍କୁ ନିଜ ଖାଦ୍ୟପେୟ ଉପରେ ବିଶେଷ ଭାବରେ ଧ୍ୟାନ ଦେବା ଆବଶ୍ୟକ। ଘର ଖର୍ଚ୍ଚ ବଢିପାରେ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ରାଜନୀତି କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ମିଳିବ। ଆପଣଙ୍କର ସବୁ ଅଭିଳାଷା ପୂରଣ ହେବ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ।ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *