୯ ଅକ୍ଟୋବର ୨୦୨୨ ରାଶିଫଳ: ଆଜି ନୂଆ ଅବସର ପ୍ରାପ୍ତ ହେବ। ସାରାଦିନ ଆପଣ ପ୍ରସନ୍ନ ରହିବେ।

ଆଜି ଆମେ ଆପଣଙ୍କୁ ଅକ୍ଟୋବର ୯ ତାରିଖର ରାଶିଫଳ କହିବାକୁ ଯାଉଛୁ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବାର, ତିଥି, ଗ୍ରହ ଓ ନକ୍ଷତ୍ର ମାନଙ୍କୁ ଆଧାର କରି ରାଶିଫଳ ଗଣନା କରାଯାଇଥାଏ। ଏହି ରାଶିଫଳ ଦ୍ଵାରା ବ୍ୟକ୍ତିର ବ୍ୟକ୍ତିତ୍ଵ, କ୍ୟାରିୟର, ବ୍ୟାପାର, ଚାକିରି , ପ୍ରେମ ଜୀବନ ବୈବାହିକ ଜୀବନ ଏବଂ ଭବିଷ୍ୟତରେ ହେବାକୁ ଥିବା ଶୁଭ ବା ଅଶୁଭ ଘଟଣା ଗୁଡ଼ିକ ବିଷୟରେ ବିସ୍ତାର ରୂପରେ ସୂଚନା ମିଳିଥାଏ। ତେବେ ଆସନ୍ତୁ ଜାଣିବା ରାଶିଚକ୍ରରେ ଥିବା ୧୨ ଗୋଟି ରାଶିର ଲୋକଙ୍କ ପାଇଁ ଆଜିର ଦିନଟି କିପରି ରହିଛି।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଅଟକି ରହିଥିବା ପ୍ରୋଜେକ୍ଟ ସମ୍ପନ୍ନ ହେବ। ଚାକିରି କ୍ଷେତ୍ରରେ ଆପଣଙ୍କର ଅନ୍ୟ ସ୍ଥାନକୁ ସ୍ଥାନାନ୍ତରଣ ହୋଇପାରେ। ଆପଣଙ୍କର ଆର୍ଥିକ ସ୍ଥିତିରେ ସୁଧାର ହେବ। ବାହନ ଚଳାଚଳ ସମୟରେ ଆପଣ ସତର୍କ ରୁହନ୍ତୁ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣ କାର୍ଯ୍ୟକ୍ଷେତ୍ରରେ ନୂଆ ପ୍ରୋଜେକ୍ଟକୁ ନେଇ ଉତ୍ସାହିତ ରହିବେ। ଘରର ଆର୍ଥିକ ସ୍ଥିତି ସୁଦୃଢ ରହିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବନ୍ଧୁଙ୍କ ସହିତ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ। ଆପଣଙ୍କର ସମସ୍ତ ମନସ୍କାମନା ପୂରଣ ହେବ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। କ୍ୟାରିୟରକୁ ନେଇ ଆପଣ ଅଗ୍ରସର ହେବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଆଜି ଆପଣ ଅଧିକ ଉତ୍ସାହିତ ଓ ପ୍ରସନ୍ନ ରହିବେ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

ସିଂହ ରାଶି :-ଆଜି ଆପଣଙ୍କୁ କୌଣସି ଶୁଭ ସମାଚାର ମିଳିପାରେ। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବେ। ଅଫିସ ଓ ପରିବାର ମଧ୍ୟରେ ଆପଣ ସନ୍ତୁଳନ ବନେଇ ରଖିବେ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣଙ୍କ ଆମଦାନୀରେ ବୃଦ୍ଧି ହେବ। ବିରୋଧୀ ଆପଣଙ୍କର କିଛି ମଧ୍ୟ ବିଗାଡି ପାରିବେ ନାହିଁ। ଆପଣଙ୍କୁ କଠିନ ପରିସ୍ଥିତି ସମୟରେ ଧର୍ଯ୍ୟ ରଖିବା ଆବଶ୍ୟକ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନରେ ସୁଖଶାନ୍ତି ବିଦ୍ୟମାନ ହେବ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଭୌତିକ ସୁଖ ସୁବିଧାରେ ବୃଦ୍ଧି ହେବ। ପରିବାର ସହିତ ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ମିଳିପାରେ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ମନସ୍କାମନା ପୂରଣ ହେବ। ବିଦେଶରେ ରହୁଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ସଫଳତା ହାସଲ କରିବେ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି ସମ୍ପର୍କୀୟଙ୍କ ସହିତ ମତଭେଦ ହୋଇପାରେ। ଆପଣଙ୍କୁ କୌଣସି ପାର୍ଟିକୁ ଯିବାର ଅବସର ପ୍ରାପ୍ତ ହେବ। ପ୍ରେମ ଜୀବନରେ ମଧୁରତା ଆସିବ। କାର୍ଯ୍ୟକ୍ଷେତ୍ରରେ ଆପଣ ଅଧିକ ଚାପ ଗ୍ରସ୍ତ ରହିବ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ପ୍ରେମୀ ଆପଣଙ୍କ ପାଇଁ କିଛି ଖାସ କରି ପାରନ୍ତି। ଆର୍ଥିକ ମାନ୍ଦାବସ୍ଥା କାରଣରୁ ଆପଣଙ୍କର ରଚନାତ୍ମକ କାର୍ଯ୍ୟରେ ବାଧା ସୃଷ୍ଟି ହେବ। ଅଚାନକ ଆପଣଙ୍କୁ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

Leave a Reply

Your email address will not be published. Required fields are marked *