ରାଶିଫଳ ୨୨ ଅକ୍ଟୋବର ୨୦୨୨; ଏହି ରାଶିର ଲୋକଙ୍କୁ ମିଳିବ ଆର୍ଥିକ ଲାଭ। ଜାଣନ୍ତୁ ସମସ୍ତ ରାଶିର ଭବିଷ୍ୟତ ଫଳ।

ଆମେ ଆପଣଙ୍କୁ ୨୨ ଅକ୍ଟୋବର ଶନିବାର ଦିନର ରାଶିଫଳ କହିବାକୁ ଯାଉଛୁ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବାର, ତିଥି, ଗ୍ରହ ଓ ନକ୍ଷତ୍ର ମାନଙ୍କୁ ଆଧାର କରି ରାଶିଫଳ ଗଣନା କରାଯାଇଥାଏ। ଏହି ରାଶିଫଳ ଦ୍ଵାରା ବ୍ୟକ୍ତିର ବ୍ୟକ୍ତିତ୍ଵ, କ୍ୟାରିୟର, ବ୍ୟାପାର, ଚାକିରି , ପ୍ରେମ ଜୀବନ ବୈବାହିକ ଜୀବନ ଏବଂ ଭବିଷ୍ୟତରେ ହେବାକୁ ଥିବା ଶୁଭ ବା ଅଶୁଭ ଘଟଣା ଗୁଡ଼ିକ ବିଷୟରେ ବିସ୍ତାର ରୂପରେ ସୂଚନା ମିଳିଥାଏ। ତେବେ ଆସନ୍ତୁ ଜାଣିବା ରାଶିଚକ୍ରରେ ଥିବା ୧୨ ଗୋଟି ରାଶିର ଲୋକଙ୍କ ପାଇଁ ଆଜିର ଦିନଟି କିପରି ରହିଛି।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ପରିବାରରେ କୌଣସି ସଦସ୍ୟଙ୍କ ବିବାହରେ ବାଧା ସୃଷ୍ଟି ହେଉଥିଲେ, ତାହା ଦୂର ହୋଇଯିବ। ନୂତନ ବାହନ ଆଦି କ୍ରୟ କରି ପାରନ୍ତି। ବୈବାହିକ ଜୀବନ ସୁଖମୟ ରହିବ।

ବୃଷ ରାଶି :-ଆଜିର ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘରର ଅସାମଞ୍ଜସ୍ୟ ପରିସ୍ଥିତିରେ ଆପଣଙ୍କୁ ଧର୍ଯ୍ୟ ରଖି ଚାଲିବାକୁ ପଡ଼ିବ। କିଛି ବିରୋଧୀ ଆପଣଙ୍କର କ୍ଷତି କରିବାକୁ ପ୍ରୟାସ କରିପାରନ୍ତି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। କ୍ୟାରିୟରକୁ ନେଇ ଆପଣ ଚିନ୍ତିତ ରହିବେ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ପ୍ରାପ୍ତ ହେଇ ହେବ। ବାହନ କ୍ରୟ କରି ପାରନ୍ତି। ପିତାଙ୍କ ସହିତ ବୈଚାରିକ ମତଭେଦ ହୋଇପାରେ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ ନିଜ ଖାଦ୍ୟପେୟ ଉପରେ ବିଶେଷ ରୂପରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ପ୍ରେମ ସ୍ବୀକାର ପାଇଁ ଆଜିର ଦିନଟି ଅନୁକୂଳ ରହିଛି। ଆର୍ଥିକ ଲାଭ ପ୍ରାପ୍ତ ହେବାର ସମ୍ଭାବନା ରହିଛି। ଘରେ ସୁଖଶାନ୍ତି ବିଦ୍ୟମାନ ହେବ। ପୁରୁଣା ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। ଧାର୍ମିକ ସ୍ଥଳକୁ ଯାତ୍ରା କରି ପାରନ୍ତି।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ବ୍ୟବସାୟରେ ଲାଭବାନ ହେବେ। ବୈବାହିକ ଜୀବନରେ ସୁଖଶାନ୍ତି ବିଦ୍ୟମାନ ହେବା ସହିତ ଉତ୍ତମ ବୁଝାମଣା ରହିବ। ବିରୋଧୀ ମାନଙ୍କ ଠାରୁ ବିଜୟ ହାସଲ କରିବେ। ଖର୍ଚ୍ଚ ପ୍ରତି ନିୟନ୍ତ୍ରଣ ରଖନ୍ତୁ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ରହିଛି।ବ୍ୟବସାୟିକ ମାମଲାରେଶିକ୍ଷା କ୍ଷେତ୍ରରେ ଆପଣ ନିଜର ଯୋଗ୍ୟତା ହାସଲ କରିବେ। ଜୀବନସାଥୀଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ଶିକ୍ଷଣୀୟ କାର୍ଯ୍ୟ ପ୍ରତି ରୁଚି ରଖିବେ। ଚାକିରି କ୍ଷେତ୍ରରେ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ଚାକିରି କ୍ଷେତ୍ରରେ ଆପଣଙ୍କୁ ଲାଭ ପ୍ରାପ୍ତ ହେବ। ଆପଣ ଆଧ୍ୟାତ୍ମିକ ଆଡ଼କୁ ଅଗ୍ରସର ହୋଇ ପାରନ୍ତି। ପୁରୁଣା ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ କୌଣସି ସମସ୍ୟା ସୃଷ୍ଟି ହେଉଥିଲେ, ବରିଷ୍ଠ ଅଧିକାରୀଙ୍କ ସହିତ ପରାମର୍ଶ କରନ୍ତୁ। ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ। ବୈବାହିକ ଜୀବନରେ ସୁଖମୟ ରହିବ। ଆପଣଙ୍କୁ ନିଜ ଅହଙ୍କାର ଓ କ୍ରୋଧ ତ୍ୟାଗ କରିବା ଆବଶ୍ୟକ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାର ଲୋକଙ୍କ ସହିତ କୌଣସି ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ପ୍ରେମ ସମ୍ବନ୍ଧରେ କିଛି ମତଭେଦ ସୃଷ୍ଟି ହୋଇପାରେ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ପିତାମାତାଙ୍କ ଆଶୀର୍ବାଦ ସର୍ବଦା ଆପଣଙ୍କ ଉପରେ ରହିବ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଜୀବନସାଥୀଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ପଦୋନ୍ନତୀ ପ୍ରାପ୍ତ ହେବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆୟରେ ବୃଦ୍ଧି ହେବ। ଘରେ ରହିଥିବା ବୃଦ୍ଧ ଲୋକଙ୍କ ସ୍ୱାସ୍ଥ୍ୟକୁ ନେଇ ଆପଣ ଚିନ୍ତିତ ରହିବେ। ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ମିଳିପାରେ। ଚାକିରି କ୍ଷେତ୍ରରେ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି। ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବାର ଆବଶ୍ୟକତା ରହିଛି।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆୟରେ ବୃଦ୍ଧି ହେବ। ବରିଷ୍ଠ ଅଧିକାରୀଙ୍କୁ ସମ୍ମାନ କରନ୍ତୁ। ଘରର ଆର୍ଥିକ ସ୍ଥିତିରେ ସୁଧାର ହେବ। ସମାଜରେ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବଜାୟ ରହିବ। ଚାକିରି ଖୋଜୁଥିବା ଲୋକଙ୍କୁ ଆଶାନୁରୂପ ଚାକିରି ମିଳିଯିବ।

Leave a Reply

Your email address will not be published. Required fields are marked *